ଶୁନଶାନ ଜଙ୍ଗଲରେ ନାଗରାଜ (King Cobra)ର ଏମିତି ଭୟଙ୍କର ଗର୍ଜନ ଶୁଣିଲେ ଆପଣଙ୍କ ଛାତି ଥରି ଉଠିବ, ଦେଖନ୍ତୁ Video

ନମସ୍କାର ବନ୍ଧୁଗଣ ବର୍ତ୍ତମାନ ଜଂଗଲ କା-ଟି ସେଠାରେ ଘର କିମ୍ବା କାରଖାନା ଆଦି ବସାଉ ଛନ୍ତି ଲୋକମାନେ ତେବେ ଏହା ଯୋଗୁଁ ଜଂଗଲ ରେ ରହୁଥିବା ପଶୁ ମାନେ ଲୋପ ପାଇ ଯାଉଛନ୍ତି । କାରଣ ଜଂଗଲ କାଟିବା ଦ୍ୱାରା ସେମାନେ ବେଘର ହୋଇ ଏଠି ସେଠି ବୁଲନ୍ତି ଏବଂ ସହର କୁ ଆସି ଯାଆନ୍ତି କେତେବେଳେ କାହା ଘରେ ପଶି ଯାଆନ୍ତି ଏବଂ ସେମାନେ ଏହି ଜଂଗଲି ପଶୁ କିମ୍ବା ସାପ ଆଦି କୁ ଦେଖି ଭ-ୟ-ବି-ତ ହୋଇ ସେମାନଂକୁ ମା-ରି ଦିଅନ୍ତି ।

ତେବେ କିନ୍ତୁ ଏପରି କରିବା ବଦଳରେ ସେମାନଙ୍କୁ ଉଦ୍ଧାର କରି ଜଂଗଲ ଭିତରେ ଛାଡ଼ିଦେବା ଏବଂ ପ୍ରୟାସ କରିବା କି ଜଂଗଲ ଗଠନ କରି ପାରିବା । ତେବେ ମିର୍ଜା ଏମଡି ଆରିଫ ଯିଏ କି ସାପ ଉଦ୍ଧାର କାର୍ଯ୍ୟ କରିଥାନ୍ତି ସେ ଏକ କିଙ୍ଗ କୋବ୍ରା କୁ ଜଣଙ୍କ ଘରୁ ପାଇଥିଲେ । ତେବେ ସେ ତାକୁ ଜଂଗଲ ରେ ସୁରକ୍ଷିତ ଛାଡିବା ପାଇଁ ଯାଇଥିଲେ । ତେବେ ସାପ ଉଦ୍ଧାର କାରି ମିର୍ଜା ଏମଡି ଆରିଫ ଏବଂ ଫରେଷ୍ଟ ଡିପାର୍ଟମେଣ୍ଟ ର କର୍ମଚାରୀ ମିଶି ବହୁତ ଆରାମ ରେ ଏବଂ ବହୁତ ସାବଧାନତା ର ସହିତ କୋବ୍ରା କୁ ଜଂଗଲ ରେ ନେଇ ଛାଡିଥିଲେ ।

ତେବେ କୋବ୍ରା ବହୁତ ରା-ଗି ଥିଲା ଏବଂ ତାର ଗ-ର୍ଜ-ନ ରେ ସାରା ଜଂଗଲ କ-ମ୍ପି ଉଠୁଥିଲା ଯଦି କେହି ଏହି ଶବ୍ଦ ଶୁଣେ ତେବେ ସେ ନିଶ୍ଚୟ ଭ-ୟ-ବି-ତ ହୋଇ ଯିବ । ତେବେ ତାଙ୍କର କହିବା କଥା ହେଉଛି ଏହି କୋବ୍ରା ସାପ ଅନେକ ସ୍ଥାନରେ ମିଳିଥାଏ କିନ୍ତୁ କିଛି ଲୋକ ଏହାକୁ ମା-ରି ଦିଅନ୍ତି ଏବଂ କିଛି ଲୋକଙ୍କ ଭିତରେ ଆଜି ବି ମନୁଷ୍ୟତା ରହିଛି ତେଣୁ ତାକୁ ଉଦ୍ଧାର କରିବା କଥା ଭାବିଥାନ୍ତି ।

ତେବେ ଏହା ଛଡା ସେ କହିଛନ୍ତି କି ଆଜି ମଧ୍ୟ ଗାଁ ମାନଙ୍କ ରେ ଅ-ନ୍ଧ ବିଶ୍ୱାସ ରହିଛି କି ସା-ପ କା-ମୁ-ଡ଼ି-ଲେ ଝା-ଡ଼ ଫୁ-ଙ୍କା କରିବା କିନ୍ତୁ ସା-ପ କା-ମୁ-ଡ଼ି-ଲେ ତାକୁ ପ୍ରଥମେ ଯେପରି ବି-ଷ ଦେହ ଯାକ ନଯିବ ସେଥିପାଇଁ ସେହି କ୍ଷ-ତ ସ୍ଥାନରେ ଏକ କପଡାକୁ ଜୋରରେ ବା-ନ୍ଧି ଦେବେ ଏବଂ ପରେ ସଙ୍ଗେ ସଙ୍ଗେ ତାଙ୍କୁ ଡାକ୍ତରଖାନାକୁ ନେଇଯିବେ । ଅନ୍ଧବିଶ୍ୱାସର ଶି-କା-ର ହେଲେ ନିଜ ଜୀଵନ ମଧ୍ୟ ହରାଇ ପାରିବେ ତେଣୁ ଏହି କଥାର ଧ୍ୟାନ ଦେବା ଆବଶ୍ୟକ କାରଣ ଏହି ସାପର ବି-ଷ ବହୁତ ଖ-ତ-ର-ନା-କ ଥାଏ ।

ତେଣୁ ପ୍ରଥମେ ଡାକ୍ତର ଙ୍କ ପାଖକୁ ଯିବା ହିଁ ବୁଦ୍ଧିମାନ ର କାମ । ତେବେ ଯଦି ସାପ ଆପଣଙ୍କ ଘରେ ଦେଖା ଦିଏ ତେବେ ତା ଉପରେ କେବେବି ଫିନାଇଲ ପକେଇବେ ନାହିଁ ବରଂ କିଛି ରସୁଣ କୁ ବାଟି ତା ପାଖରେ ରଖିଦେଲେ ସେ ମ-ରି-ବ ନାହିଁ କିମ୍ବା ରା-ଗି-ବ ମଧ୍ୟ ନାହିଁ ଏବଂ ଚୁପଚାପ ପଳେଇବ ମଧ୍ୟ । ତେବେ ଆଶା କରୁଛୁ ଏହି ଖବର ଟି ଆପଣ ଙ୍କୁ ପସନ୍ଦ ଆସିଥିଲେ ।

Leave a Reply

Your email address will not be published. Required fields are marked *