ହେ ଭଗବାନ ! ଆସିଲା ବଡ ଦୁଃଖ ଖବର, ICU ରେ ଭର୍ତ୍ତି ହେଲେ ଅଭିନେତ୍ରୀ Sraddha Panigrahi

ବନ୍ଧୁଗଣ ଆପଣ ମାନେ ସମସ୍ତେ ଆମ ଓଡିଆ ଫିଲ୍ମ ଟିଭି ଇଣ୍ଡଷ୍ଟ୍ରିରେ ଅଭିନୟ କରୁଥିବା ସମସ୍ତ ଅଭିନେତ୍ରୀ ମାନଙ୍କୁ ବେସ ଭଲ ଭାବରେ ଜାଣିଥିବେ । ଏହି ଅଭିନେତ୍ରୀ ମାନେ ନିଜ ସୁନ୍ଦରତା ଓ ନିଜ ଲାଇଫ ଷ୍ଟାଇଲ ପାଇଁ ସବୁବେଳେ ଚର୍ଚାରେ ରୁହନ୍ତି । ବନ୍ଧୁଗଣ ଆଜି ଆମେ ଆପଣ ମାନଙ୍କୁ ଯେଉଁ ଓଡିଆ ଅଭିନେତ୍ରୀ ଜଣକଙ୍କ ବିଷୟରେ କହିବାକୁ ଯାଉଛୁ ସେ ଆମ ଓଡିଆ ଟିଭି ଇଣ୍ଡଷ୍ଟ୍ରିରେ ପ୍ରସିଦ୍ଧି ହାସଲ କରିଛନ୍ତି ।

ଏହି ଅଭିନେତ୍ରୀ ଜଣକ ଆଉ କେହି ନୁହେଁ ଏ ହେଉଛନ୍ତି ଶ୍ରଦ୍ଧା ପାଣିଗ୍ରାହୀ । ବନ୍ଧୁଗଣ ଆପଣ ମାନେ ସମସ୍ତେ ଶ୍ରଦ୍ଧାଙ୍କ ଜବରଦସ୍ତ ଅଭିନୟ ତ ନିଶ୍ଚୟ ଦେଖିଥିବେ । ଶ୍ରଦ୍ଧା ଓଡିଆ ଟିଭି ସିରିଏଲ ସହ, ଓଡିଆ ଫିଲ୍ମ ଓ କେତେକ ଆଲବମରେ ବି କାମ କରିଛନ୍ତି । ସେ ନିଜ ଜବରଦସ୍ତ ଅଭିନୟ ବଳରେ ଓଡିଆ ଟିଭି ଇଣ୍ଡଷ୍ଟ୍ରିରେ ସୁନାମ ଅର୍ଜନ କରିଛନ୍ତି ଓ ତାଙ୍କ ଲୋକପ୍ରିୟତା ମଧ୍ୟ ବେସ ଅଧିକ ରହିଛି ।

ବନ୍ଧୁଗଣ ଆସିବା ଦିନରୁ ଶ୍ରଦ୍ଧା ନିଜ ସୋସିଆଲ ମିଡିଆ ଆକାଉଣ୍ଟରେ ନିଜର ଅନେକ ଫଟୋ ଅପଲୋଡ କରନ୍ତି ଓ ତାଙ୍କର ଫଟୋ ଗୁଡିକ ସୋସିଆଲ ମିଡିଆରେ ବହୁତ ଚର୍ଚାରେ ମଧ୍ୟ ରୁହେ । ତେବେ ଗତ କିଛି ସମୟ ହେବ ଶ୍ରଦ୍ଧାଙ୍କ ସହ ଜଡିତ ଏକ ବଡ ଖବର ସାମ୍ନାକୁ ଆସୁଛି ଓ ଆଜି ଆମେ ଆପଣ ମାନଙ୍କୁ ସେହି ଖବର ବିଷୟରେ କହିବାକୁ ଯାଉଛୁ ।

ତା ହେଲେ ବନ୍ଧୁଗଣ ଆଉ ଡେରି ନକରି ଆସନ୍ତୁ ଜାଣିବା ସେହି ବଡ ଖବର ବିଷୟରେ । ବନ୍ଧୁଗଣ ମିଡିଆ ରିପୋର୍ଟସ ଅନୁସାରେ ଶ୍ରଦ୍ଧାଙ୍କୁ ବର୍ତ୍ତମାନ କରୋନା ପଜେଟିଭ ହୋଇଛି । ଶ୍ରଦ୍ଧା ନିଜେ କରୋନା ପଜେଟିଭ ହୋଇଥିବାର କଥା ନିଜ ସୋସିଆଲ ମିଡିଆ ଆକାଉଣ୍ଟରେ କହିଛନ୍ତି । ଶ୍ରଦ୍ଧା ନିଜ ସୋସିଆଲ ମିଡିଆ ଆକାଉଣ୍ଟରେ ଏକ ପୋଷ୍ଟ କରିଛନ୍ତି ଓ ସେଥିରେ ସେ କରୋନା ପଜେଟିଭ ହୋଇଛନ୍ତି ବୋଲି କହିଛନ୍ତି ।

ତେବେ ବର୍ତ୍ତମାନ ସମୟରେ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ସ୍ତିର ରହିଛି । ବନ୍ଧୁଗଣ ବର୍ତ୍ତମାନ ତାଙ୍କର ବହୁତ ଭଲ ଭାବରେ ଚିକିତ୍ସା ଚାଲିଛି । ଶ୍ରଦ୍ଧା ହେଉଛନ୍ତି ଜଣେ ଏପରି ଅଭିନେତ୍ରୀ ଯିଏ ବହୁତ କମ ସମୟ ମଧ୍ୟରେ ଓଡିଶା ଦର୍ଶକ ମାନଙ୍କ ମନ ଜିତିପାରିଛନ୍ତି । ତା ହେଲେ ବନ୍ଧୁଗଣ ଆପଣ ମାନଙ୍କୁ ଓଡିଆ ଅଭିନେତ୍ରୀ ଶ୍ରଦ୍ଧା ପାଣିଗ୍ରାହୀ କେମିତି ଲାଗନ୍ତି ଆମକୁ କମେଣ୍ଟ କରି ନିଶ୍ଚୟ ଜଣାଇବେ, ଧନ୍ୟବାଦ ।

Leave a Reply

Your email address will not be published. Required fields are marked *