ନିଶାରେ ଏମିତି ଜବରଦସ୍ତ ଡ୍ୟାନ୍ସ କଲେ ଅଭିନେତ୍ରୀ Usasi Mishra, ଦେଖିଲେ ହସି ହସି ଗଡିବେ ଆପଣ ! ଦେଖନ୍ତୁ ଏହି Video

ବନ୍ଧୁଗଣ ଆପଣ ମାନେ ସମସ୍ତେ ଆମ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ଅଭିନୟ କରୁଥିବା ସମସ୍ତ ଅଭିନେତ୍ରୀ ମାନଙ୍କୁ ବେସ ଭଲ ଭାବରେ ଜାଣିଥିବେ । ଏହି ଅଭିନେତ୍ରୀ ମାନେ ନିଜ ପର୍ଶନାଲ ଲାଇଫ ଓ ନିଜ ଅଭିନୟ ପାଇଁ ସବୁବେଳେ ଚର୍ଚ୍ଚାରେ ରୁହନ୍ତି । ତେବେ ଆଜି ଆମେ ଆପଣ ମାନଙ୍କୁ ଯେଉଁ ଓଡିଆ ଅଭିନେତ୍ରୀ ଜଣକଙ୍କ ବିଷୟରେ କହିବାକୁ ଯାଉଛୁ ସେ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ପ୍ରସିଦ୍ଧି ହାସଲ କରିଛନ୍ତି ।

ବନ୍ଧୁଗଣ ଏହି ଅଭିନେତ୍ରୀ ଜଣକ ଆଉ କେହି ନୁହେଁ ଏ ହେଉଛନ୍ତି ଉଷାଶି ମିଶ୍ର । ବନ୍ଧୁଗଣ ଆପଣ ମାନେ ସମସ୍ତେ ଉଷାଶି ମିଶ୍ରଙ୍କ ଅନେକ ସୁପର ହିଟ ଫିଲ୍ମ ଦେଖିଥିବେ । ଉଷାଶି ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ କାମ କରି ସୁନାମ ଅର୍ଜନ କରିଛନ୍ତି ଓ ତାଙ୍କ ଲୋକପ୍ରିୟତା ମଧ୍ୟ ବେସ ଅଧିକ ରହିଛି । ତେବେ ବନ୍ଧୁଗଣ ନିଜ ପର୍ଶନାଲ ଲାଇଫ ଓ ନିଜ ଫିଲ୍ମ ଗୁଡିକ ପାଇଁ ସବୁବେଳେ ଚର୍ଚ୍ଚାରେ ରୁହନ୍ତି ଉଷାଶି ।

ଉଷାଶି ସୋସିଆଲ ମିଡିଆରେ ବହୁତ ଆକ୍ଟିଭ ରୁହନ୍ତି । ସେ ନିଜ ଅନେକ ଫଟୋ ଓ ଭିଡିଓ ସୋସିଆଲ ମିଡିଆ ଅପଲୋଡ କରନ୍ତି ଯାହା ଦେଖୁ ଦେଖୁ ଭାଇରାଲ ହୋଇଯାଏ । ତେବେ ବନ୍ଧୁଗଣ ଗତ କିଛି ସମୟ ହେବ ଉଷାଶିଙ୍କ ଏକ ନୂଆ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି । ଏହି ଭିଡିଓଟି ଦେଖିଲେ ଆପଣ ମାନେ ନିଶ୍ଚୟ ଆଶ୍ଚର୍ଯ୍ୟ ହେବେ ଓ ଆଜି ଆମେ ଆପଣ ମାନଙ୍କୁ ଉଷାଶିଙ୍କ ଏହି ଭିଡିଓ ବିଷୟରେ କହିବାକୁ ଯାଉଛୁ ।

ତା ହେଲେ ବନ୍ଧୁଗଣ ଆଉ ଡେରି ନକରି ଆସନ୍ତୁ ଜାଣିବା ଉଷାଶିଙ୍କ ଏହି ଭିଡିଓ ବିଷୟରେ । ବନ୍ଧୁଗଣ ଭାଇରାଲ ହେଉଥିବା ଭିଡିଓରେ ଉଷାଶି ମଦ ପିଇବାର ଆକ୍ଟିଙ୍ଗ କରି ଡ୍ୟାନ୍ସ କରୁଥିବାର ନଜର ଆସୁଛନ୍ତି । ଲୋକପ୍ରିୟ ଆଲବମ ଗୀତ ‘ନିଶା ନିଶା ରାତି’ ଗୀତରେ ଉଷାଶି ଡ୍ୟାନ୍ସ କରୁଥିବାର ନଜର ଆସୁଛନ୍ତି । ଏହି ଭିଡିଓକୁ ଅନେକ ଲୋକ ବେସ ପସନ୍ଦ କରିଛନ୍ତି ।

ତେବେ ଶୁଣିବାକୁ ମିଳୁଛି ସୁନା ଭରୁଆର ସୁଟିଙ୍ଗ ସେଟରେ ଏଭଳି କିଛି ରିଲ୍ସ ଭିଡିଓ କରି ନିଜ ସୋସିଆଲ ମିଡିଆ ଆକାଉଣ୍ଟରେ ଅପଲୋଡ କରିଛନ୍ତି ଉଷାଶି । ଏହି ଭିଡିଓ ପାଇଁ ଏବେ ଉଷାଶି ବେସ ଚର୍ଚ୍ଚାରେ ଅଛନ୍ତି । ଅନେକ ଲୋକ ଏହି ଭିଡିଓ ଦେଖି ଭିନ୍ନ ଭିନ୍ନ ପ୍ରତିକ୍ରିୟା ମଧ୍ୟ ଦେଉଛନ୍ତି । ତା ହେଲେ ବନ୍ଧୁଗଣ ଆପଣ ମାନଙ୍କୁ ଉଷାଶିଙ୍କ ଏହି ଭିଡିଓଟି କେମିତି ଲାଗିଲା ଆମକୁ କମେଣ୍ଟ କରି ନିଶ୍ଚୟ ଜଣାଇବେ, ଧନ୍ୟବାଦ ।

Leave a Reply

Your email address will not be published. Required fields are marked *